ଦିଲ୍ଲୀ। ଦିଲ୍ଲୀରେ ଗତ ୨୪ ଘଂଟାରେ ୪୨୬୩ ନୂଆ କରୋନାର ମାମଲା ସାମନାକୁ ଆସିଛି । ଏହି ସମୟ ମଧ୍ୟରେ ୩୬ ଜଣଙ୍କର ମୃତ୍ୟୁ ଘଟିଛି । ଦିଲ୍ଲୀ ପ୍ରଶାସନ ପକ୍ଷରୁ ଏହି ସୂଚନା ଦିଆ ଯାଇଛି ।
ଏହା ସହିତ ରାଜ୍ୟରେ ମୋଟ କରୋନା ଆକ୍ରାନ୍ତଙ୍କ ସଂଖ୍ୟା ବଢି ୨୨୫୭୯୬ ହୋଇ ଯାଇଛି । ବର୍ତମାନ ସୁଦ୍ଧା ୪୮୦୬ ଜଣଙ୍କର ମୃତ୍ୟୁ ଘଟିଛି ।