ଭୁବନେଶ୍ୱର– ରାଜ୍ୟରେ ୨୪ ଘଂଟାରେ ମୋଟ୍ ୫୧ ହଜାର ୧୫୪ କରୋନା ନମୁନା ପରୀକ୍ଷା କରାଯାଇଥିବା ସ୍ୱାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗ ପକ୍ଷରୁ ସୂଚନା ଦିଆ ଯାଇଛି ।
ବିଭାଗ ପକ୍ଷରୁ ଦିଆ ଯାଇଥିବା ସୂଚନା ଅନୁସାରେ ଏଥିମଧ୍ୟରୁ ଆଂଟିଜେନ୍ରେ୪୩,୦୩୧ଆରଟିପିସିଆରରେ ୭,୯୬୦ଓ ଟ୍ରୁନଟ୍ରେ ୧୬୩ ଟି କରୋନା ନମୁନା ପରୀକ୍ଷା କରାଯାଇଛି । ବର୍ତମାନ ସୁଦ୍ଧା ରାଜ୍ୟରେ ମୋଟ ୨୭୬୬୯୭୬ ନମୁନାର ପରୀକ୍ଷା କରା ଯାଇଛି ।
Editor
ଆମ ସମ୍ପର୍କରେ
ଇଣ୍ଡୋ କଳିଙ୍ଗ ଟାଇମ୍ସ ଓଡିଆ ଭାଷାରେ ସବୁଠାରୁ ଶୀଘ୍ର ଅପ଼଼ଡ଼େଟ ହେଉଥିବା ୱେବସାଇଟ ଓ ୟୁ ଟ୍ୟୁବ ଚ୍ୟାନେଲ । ରାଷ୍ଟ୍ରୀୟ, ଅନ୍ତରାଷ୍ଟ୍ରୀୟ ଓ ବିଶ୍ୱର ସମସାମୟିକ ଖବର ସହିତ ଆମେ ରାଜ୍ୟର ସମସ୍ତ 314ଟି ବ୍ଲକ କଭର କରୁ । ଆପଣ ଆପଣଙ୍କର ଅଂଚଳର ସମସ୍ୟା, ପ୍ରସଙ୍ଗ ଆଦି ଫଟୋ ଓ ଭିଡିଓ କ୍ଲିପ ସହ ପଠାଇ ପାରିବେ । ଆମେ ଆପଣଙ୍କ ସ୍ୱରକୁ ଉଠାଇବୁ ।
HEMANT KUMAR TIWARI
MANAGING EDITOR CUM CEO