ଗଞ୍ଜାମ– ବ୍ରହ୍ମପୁରସ୍ଥିତ ମହାରାଜା କୃଷ୍ଣଚନ୍ଦ୍ର ଗଜପତି ମେଡ଼ିକାଲ କଲେଜ ଆଣ୍ଡ ହସ୍ପିଟାଲ (ଏମକେସିଜି)ର ଡ଼ିନ୍ ତଥା ଅଧ୍ୟକ୍ଷା ଡ଼ା. ଦୀପ୍ତିମୟୀ ତ୍ରିପାଠୀ କରୋନା ପଜିଟିଭ୍ ଚିହ୍ନଟ ହୋଇଛନ୍ତି । ତାଙ୍କୁ ଅଧିକ ଚିକିତ୍ସା ନିମନ୍ତେ କଟକ ସ୍ଥାନାନ୍ତରିତ କରାଯାଇଥିବା ସୂଚନା ମିଳିଛି । ସେ ବିଭିନ୍ନ କୋଭିଡ଼୍ ଡ୍ୟୁଟିରେ ଜିଲ୍ଲା ପ୍ରଶାସନ ସହିତ ସମନ୍ୱୟ ରଖି କାର୍ଯ୍ୟ ସମ୍ପାଦନ କରି ଆସୁଥିଲେ ।
Related Stories
November 23, 2024