November 21, 2026
ବାରିପଦା,ମୟୂରଭଞ୍ଜ ଜିଲ୍ଲା କରଞ୍ଜିଆରେ ହାତୀ ଉପଦ୍ରବ ଦେଖିବାକୁ ମିଳିଛି । ଗାଁ ପାଖରେ ୧୭ଟିକିଆ ଏକ ହାତୀ ପଲ ବୁଲୁ ଥିବାରୁ ଆଖପାଖ...
ଦିନ ୧୧ଟା ୩୦ ସୁଦ୍ଧା ୧୦ଟି ସହରର ତାପମାତ୍ରା ୩୨ ଡ଼ିଗ୍ରୀ ଉପରେ : ଭୁବନେଶ୍ଵରରେ ସର୍ବାଧିକ ତାପମାତ୍ରା ୩୯ ଡ଼ିଗ୍ରୀ ରେକର୍ଡ଼ ଭୁବନେଶ୍ଵର, ୨୩ ମଇ (ହି.ସ.)- ରାଜ୍ୟରେ ଅସହ୍ୟ ଗ୍ରୀଷ୍ମ ପ୍ରବାହ ଓ ଗୁଳୁଗୁଳି ଜାରି ରହିଛି । ଆଜି ଦିନ ୧୧ଟା ୩୦ ସୁଦ୍ଧା ୧୦ଟି ସହରର ତାପମାତ୍ରା ୩୨ ଡ଼ିଗ୍ରୀ ଉପରେ ରହିଛି । ଭୁବନେଶ୍ଵରରେ ସର୍ବାଧିକ ତାପମାତ୍ରା ୩୯ ଡ଼ିଗ୍ରୀ ରେକର୍ଡ଼ ହୋଇଛି । ସେହିପରି ଝାରସୁଗୁଡାରେ ୩୮.୪ ଡ଼ିଗ୍ରୀ, ସମ୍ବଲପୁରରେ ୩୮.୨ ଡ଼ିଗ୍ରୀ, ହୀରାକୁଦରେ ୩୭.୪ ଡ଼ିଗ୍ରୀ, ଚାନ୍ଦବାଲିରେ ୩୬.୬ ଡ଼ିଗ୍ରୀ, କେନ୍ଦୁଝରରେ ୩୬.୪ ଡ଼ିଗ୍ରୀ, ଗୋପାଳପୁରରେ ୩୪.୬ ଡ଼ିଗ୍ରୀ, ବାଲେଶ୍ଵରରେ ୩୩.୬ ଡ଼ିଗ୍ରୀ, ପୁରୀରେ ୩୩ ଡ଼ିଗ୍ରୀ ଏବଂ ପାରାଦୀପରେ ତାପମାତ୍ରା ୩୨.୬ ଡ଼ିଗ୍ରୀ ରେକର୍ଡ଼ ହୋଇଛି । ଭୁବନେଶ୍ଵର ସ୍ଥିତ ଆଂଚଳିକ ପାଣିପାଗ କେନ୍ଦ୍ର ପକ୍ଷରୁ ଜାରୀ ହୋଇଥିବା ଏକ ଟ୍ଵିଟ୍ ରୁ ଏହି ସୂଚନା ମିଳିଛି । IKT NEWS

ଦିନ ୧୧ଟା ୩୦ ସୁଦ୍ଧା ୧୦ଟି ସହରର ତାପମାତ୍ରା ୩୨ ଡ଼ିଗ୍ରୀ ଉପରେ : ଭୁବନେଶ୍ଵରରେ ସର୍ବାଧିକ ତାପମାତ୍ରା ୩୯ ଡ଼ିଗ୍ରୀ ରେକର୍ଡ଼ ଭୁବନେଶ୍ଵର, ୨୩ ମଇ (ହି.ସ.)- ରାଜ୍ୟରେ ଅସହ୍ୟ ଗ୍ରୀଷ୍ମ ପ୍ରବାହ ଓ ଗୁଳୁଗୁଳି ଜାରି ରହିଛି । ଆଜି ଦିନ ୧୧ଟା ୩୦ ସୁଦ୍ଧା ୧୦ଟି ସହରର ତାପମାତ୍ରା ୩୨ ଡ଼ିଗ୍ରୀ ଉପରେ ରହିଛି । ଭୁବନେଶ୍ଵରରେ ସର୍ବାଧିକ ତାପମାତ୍ରା ୩୯ ଡ଼ିଗ୍ରୀ ରେକର୍ଡ଼ ହୋଇଛି । ସେହିପରି ଝାରସୁଗୁଡାରେ ୩୮.୪ ଡ଼ିଗ୍ରୀ, ସମ୍ବଲପୁରରେ ୩୮.୨ ଡ଼ିଗ୍ରୀ, ହୀରାକୁଦରେ ୩୭.୪ ଡ଼ିଗ୍ରୀ, ଚାନ୍ଦବାଲିରେ ୩୬.୬ ଡ଼ିଗ୍ରୀ, କେନ୍ଦୁଝରରେ ୩୬.୪ ଡ଼ିଗ୍ରୀ, ଗୋପାଳପୁରରେ ୩୪.୬ ଡ଼ିଗ୍ରୀ, ବାଲେଶ୍ଵରରେ ୩୩.୬ ଡ଼ିଗ୍ରୀ, ପୁରୀରେ ୩୩ ଡ଼ିଗ୍ରୀ ଏବଂ ପାରାଦୀପରେ ତାପମାତ୍ରା ୩୨.୬ ଡ଼ିଗ୍ରୀ ରେକର୍ଡ଼ ହୋଇଛି । ଭୁବନେଶ୍ଵର ସ୍ଥିତ ଆଂଚଳିକ ପାଣିପାଗ କେନ୍ଦ୍ର ପକ୍ଷରୁ ଜାରୀ ହୋଇଥିବା ଏକ ଟ୍ଵିଟ୍ ରୁ ଏହି ସୂଚନା ମିଳିଛି ।

ଭୁବନେଶ୍ଵର, ରାଜ୍ୟରେ ଅସହ୍ୟ ଗ୍ରୀଷ୍ମ ପ୍ରବାହ ଓ ଗୁଳୁଗୁଳି ଜାରି ରହିଛି । ଆଜି ଦିନ ୧୧ଟା ୩୦ ସୁଦ୍ଧା ୧୦ଟି ସହରର...
Read More Read more about ଦିନ ୧୧ଟା ୩୦ ସୁଦ୍ଧା ୧୦ଟି ସହରର ତାପମାତ୍ରା ୩୨ ଡ଼ିଗ୍ରୀ ଉପରେ : ଭୁବନେଶ୍ଵରରେ ସର୍ବାଧିକ ତାପମାତ୍ରା ୩୯ ଡ଼ିଗ୍ରୀ ରେକର୍ଡ଼ ଭୁବନେଶ୍ଵର, ୨୩ ମଇ (ହି.ସ.)- ରାଜ୍ୟରେ ଅସହ୍ୟ ଗ୍ରୀଷ୍ମ ପ୍ରବାହ ଓ ଗୁଳୁଗୁଳି ଜାରି ରହିଛି । ଆଜି ଦିନ ୧୧ଟା ୩୦ ସୁଦ୍ଧା ୧୦ଟି ସହରର ତାପମାତ୍ରା ୩୨ ଡ଼ିଗ୍ରୀ ଉପରେ ରହିଛି । ଭୁବନେଶ୍ଵରରେ ସର୍ବାଧିକ ତାପମାତ୍ରା ୩୯ ଡ଼ିଗ୍ରୀ ରେକର୍ଡ଼ ହୋଇଛି । ସେହିପରି ଝାରସୁଗୁଡାରେ ୩୮.୪ ଡ଼ିଗ୍ରୀ, ସମ୍ବଲପୁରରେ ୩୮.୨ ଡ଼ିଗ୍ରୀ, ହୀରାକୁଦରେ ୩୭.୪ ଡ଼ିଗ୍ରୀ, ଚାନ୍ଦବାଲିରେ ୩୬.୬ ଡ଼ିଗ୍ରୀ, କେନ୍ଦୁଝରରେ ୩୬.୪ ଡ଼ିଗ୍ରୀ, ଗୋପାଳପୁରରେ ୩୪.୬ ଡ଼ିଗ୍ରୀ, ବାଲେଶ୍ଵରରେ ୩୩.୬ ଡ଼ିଗ୍ରୀ, ପୁରୀରେ ୩୩ ଡ଼ିଗ୍ରୀ ଏବଂ ପାରାଦୀପରେ ତାପମାତ୍ରା ୩୨.୬ ଡ଼ିଗ୍ରୀ ରେକର୍ଡ଼ ହୋଇଛି । ଭୁବନେଶ୍ଵର ସ୍ଥିତ ଆଂଚଳିକ ପାଣିପାଗ କେନ୍ଦ୍ର ପକ୍ଷରୁ ଜାରୀ ହୋଇଥିବା ଏକ ଟ୍ଵିଟ୍ ରୁ ଏହି ସୂଚନା ମିଳିଛି ।
ନୂଆଦିଲ୍ଲୀ,ପ୍ରଧାନମନ୍ତ୍ରୀ ଶ୍ରୀ ନରେନ୍ଦ୍ର ମୋଦୀ ୨୦୨୩ ମେ ୨୧ରେ ବ୍ରିଟେନ ପ୍ରଧାନମନ୍ତ୍ରୀ ରିଷି ସୁନକଙ୍କୁ ଜି-୭ ଶିଖର ସମ୍ମିଳନୀ ଅବସରରେ ହିରୋସୀମାରେ ଭେଟିଛନ୍ତି...
ନୂଆଦିଲ୍ଲୀ, ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀ ହିରୋସିମା ଜି-7 ଶିଖର ସମ୍ମିଳନୀ ଅବସରରେ ବ୍ରାଜିଲର ରାଷ୍ଟ୍ରପତି ମହାମହିମ ଶ୍ରୀ ଲୁଇଜ ଇନାସିଓ ଲୁଲା ଡା...
ଭୁବନେଶ୍ବର , ସୋମବାର ଦିନ ସକାଳେ ରାଜ୍ୟର ତିନି ଜଣ ନୂଆ ମନ୍ତ୍ରୀ ଶପଥ ନେବେ। ଏଥିପାଇଁ ଲୋକସେବା ଭବନର ସମ୍ମିଳନୀ କକ୍ଷରେ...
error

Enjoy this blog? Please spread the word :)

Follow by Email
Instagram
Telegram