November 12, 2026
ଭୁବନେଶ୍ୱର, ସମସ୍ତ ଯୁବକ ଏବଂ ଯୁବତୀମାନଙ୍କ ପାଇଁ ଜାତୀୟ ଆଜୀବିକା ସେବା କେନ୍ଦ୍ର (ଏନସିଏସସିଡିଏ) , ଭୁବନେଶ୍ୱର, ତରଫରୁ ଏକ ନିଯୁକ୍ତି ମେଳାର...
ବାରିପଦା, ଶିମିଳିପାଳ ଅଭୟାରଣ୍ୟ ସୁରକ୍ଷା ଦାବିରେ ମୟୂରଭଞ୍ଜ ଜିଲ୍ଲାରେ ଭଞ୍ଜସେନା ପକ୍ଷରୁ ବିଭିନ୍ନ ସ୍ଥାନରେ ଜାତୀୟ ରାଜପଥ ଅବରୋଧ କରାଯାଇଛି । ବାରିପଦା,...
ଭୁବନେଶ୍ୱର,  ଗୁରୁବାର ସକାଳୁ ଦ୍ୱୈତ ନଗରୀ କଟକ-ଭୁବନେଶ୍ୱରରେ ଘନ କୁହୁଡ଼ିର ଆସ୍ତରଣ ଦେଖା ଯାଇଛି । ଘନ କୁହୁଡି କାରଣରୁ ଗାଡ଼ି ଚଳାଚଳ...
ଧର୍ମଶାଳା,ଯାଜପୁର ଜିଲ୍ଲା ୫୩ ନମ୍ବର ଜାତୀୟ ରାଜପଥ ଭଡଙ୍ଗା ଛକ ନିକଟରେ ଆଜି ପୂର୍ବାହ୍ନରେ ଘଟିଯାଇଛି ଏକ ମର୍ମନ୍ତୁଦ ସଡ଼କ ଦୁର୍ଘଟଣା ।...
ମାଲକାନଗିରି, ମାଲକାନଗିରି ଜିଲ୍ଲା ଚିତ୍ରକୋଣ୍ଡା ବ୍ଲକ ଅନ୍ତର୍ଗତ ଯୋଡାମ୍ବ ଗ୍ରାମ ଠାରେ ଭାରତୀୟ ଜନତା ପାର୍ଟି ପକ୍ଷରୁ ବଡ଼ପଡ଼ା ମଣ୍ଡଳର କାର୍ଯ୍ୟକାରିଣୀ ବୈଠକ...
ସାଲେପୁର, ସାଲେପୁରକୁ ଏନଏସି ଘୋଷଣା ନେଇ ଓଡିଶା ଉଚ୍ଚ ନ୍ୟାୟାଳୟରେ ଜନସ୍ଵାର୍ଥ ମାମଲା ହେବା ପରେ ଜିଲ୍ଲା ପ୍ରଶାସନ ପକ୍ଷରୁ ସାଲେପୁରକୁ ଏନ୍.ଏ.ସି....
error

Enjoy this blog? Please spread the word :)

Follow by Email
Instagram
Telegram