ଭୁବନେଶ୍ୱର, ରାଜ୍ୟରେ କୋବିଡ ଗାଇଡଲାଇନ ନିୟମ ଉଲ୍ଲଂଘନ ଅଭିଯୋଗରେ ଓଡିଶା ପୋଲିସ ଗତ ୨୪ ଘଂଟାରେ ୭ ଜଣଙ୍କୁ ଗିରଫ ଜବତ କରା...
ଭୁବନେଶ୍ୱର, ରାଜ୍ୟରେ ଗୋଟିଏ ଦିନରେ ୮୯ ଜଣ ନୂଆ କରୋନା ଆକ୍ରାନ୍ତ ଚିହ୍ନଟ ହେବା ପରେ ମୋଟ କରୋନା ସଂକ୍ରମିତଙ୍କ ସଂଖ୍ୟା ୩୩୬୯୨୪...
ଭୁବନେଶ୍ୱର,ଆଜି ବିଧାନସଭାରେ ପ୍ରଶ୍ନୋତର କାର୍ଯ୍ୟକ୍ରମ ସ୍ୱାଭବିକ ଭାବେ ଚାଲିଥିବା ବେଳେ ଶୂନ୍ୟକାଳରେ ରାଜ୍ୟ ସ୍ୱାର୍ଥ ଜନିତ କେତେକ ଗୁରୁତ୍ୱପୂର୍ଣ ପ୍ରସଙ୍ଗକୁ ନେଇ ବିରୋଧୀ...
କଂଗ୍ରେସ ବିଧାୟକଙ୍କ ହଟ୍ଟଗୋଳ ଯୋଗୁ ବିଧାନସଭା ମୁଲତବୀ ଭୁବନେଶ୍ୱର,ଚାଷୀ ମାନଙ୍କର ଠାରୁ ଧାନ କିଣା ପ୍ରସଙ୍ଗକୁ ନେଇ କଂଗ୍ରେସ ବିଧାୟକ ଦଳର ନେତା...
ସର୍ବଦଳୀୟ ବୈଠକ ଡାକି ପ୍ରତିନିଧିଦଳ କୋଟିଆ ଯାତ୍ରା କରୁ – ନରସିଂହ ମିଶ୍ର ଭୁବନେଶ୍ୱର, ବିଭିନ୍ନ ପଡୋଶୀ ରାଜ୍ୟ ଦ୍ୱାରା ଓଡିଶାର ଅଂଚଳରେ...
ମୋଟ କରୋନା ସଂକ୍ରମିତଙ୍କ ସଂଖ୍ୟା ୩୩୬୯୨୪ ଭୁବନେଶ୍ୱର, ରାଜ୍ୟରେ ଗୋଟିଏ ଦିନରେ ୮୯ ଜଣ ନୂଆ କରୋନା ଆକ୍ରାନ୍ତ ଚିହ୍ନଟ ହେବା ପରେ...
ମାଲକାନଗିରି, ମାଲକାନଗିରି ଜିଲ୍ଲା ସୀମାନ୍ତ ଛତିଶଗଡ଼ ରାଜ୍ୟ କାଂକେର ଜିଲ୍ଲାର ବିଭିନ୍ନ ମାଓ ପ୍ରବଣ ଅଞ୍ଚଳରେ କସକୋଣ୍ଡା ଏରିଆ କମିଟି ଓ ଉତ୍ତର...
ରାଉରକେଲା, ରାଉରକେଲା ଇସ୍ପାତ କାରଖାନାରେ କାମ କରୁଥିବା ଠିକା ଶ୍ରମିକ ରାଇସନ ମାରାଣ୍ଡି ଇସ୍ପାତ କାରଖାନା ଭିତରେ ଦୁର୍ଘଟଣା ଗ୍ରସ୍ତ ହୋଇ ଅକାଳ...
ନୂଆଦିଲ୍ଲୀ, ଭାରତ ଏବଂ ପାକିସ୍ତାନ ମିଲିଟାରୀ ଅପରେସନ୍ସର ମହାନିର୍ଦ୍ଦେଶକମାନେ ହଟଲାଇନ ଯୋଗାଯୋଗର ଯାନ୍ତ୍ରିକ ଦିଗ ଉପରେ ଆଲୋଚନା କରିଥିଲେ । ଏକ ମୁକ୍ତ, ଏବଂ ବନ୍ଧୁତ୍ବପୂର୍ଣ୍ଣ ବାତାବରଣରେ ନିୟନ୍ତ୍ରଣ ରେଖା ଏବଂ ଅନ୍ୟ ସମସ୍ତ କ୍ଷେତ୍ରୀୟ ସ୍ଥିତିକୁ ଉଭୟ ପକ୍ଷ ସମୀକ୍ଷା କରିଥିଲେ ।ସୀମାରେ ନିରନ୍ତର ଶାନ୍ତି ବଜାୟ ରଖିବା ଦିଗରେ ଦୁଇ ମିଲିଟାରୀ ଅପରେସନ୍ସର ମହାନିର୍ଦ୍ଦେଶକ ପରସ୍ପରର ମୂଳ ପ୍ରସଙ୍ଗ ଏବଂ ଚିନ୍ତାଧାରାକୁ ସମାଧାନ କରିବା ଲାଗି ସହମତ ହୋଇଥିଲେ । ସମସ୍ତ କ୍ଷେତ୍ରରେ ହୋଇଥିବା ଚୁକ୍ତିନାମା, ବୁଝାମଣା ଏବଂ ନିୟନ୍ତ୍ରଣ ରେଖାରେ ଗୁଳି ଚାଳନା ବନ୍ଦ କରିବା ଇତ୍ୟାଦିକୁ 24/25 ଫେବୃଆରୀ 2021 ମଧ୍ୟରାତ୍ରିରୁ ଦୃଢତାର ସହିତ ପାଳନ କରିବା ପାଇଁ ଉଭୟ ପକ୍ଷ ସହମତ ହୋଇଥିଲେ ।କୌଣସି ଅପ୍ରୀତିକର ପରିସ୍ଥିତି କିମ୍ବା ଭୁଲ ବୁଝାମଣାର ସମାଧାନ ନିମନ୍ତେ ହଟଲାଇନ ଯୋଗାଯୋଗ ପାଇଁ ବର୍ତ୍ତମାନ ଥିବା କୌଶଳ ଏବଂ ବର୍ଡର ଫ୍ଲାଗ ବୈଠକ ବ୍ୟବହାର କରାଯିବ ବୋଲି ଉଭୟ ପକ୍ଷ ଦୋହରାଇଥିଲେ ।
ନୂଆଦିଲ୍ଲୀ,ପ୍ରଧାନମନ୍ତ୍ରୀ ଶ୍ରୀ ନରେନ୍ଦ୍ର ମୋଦୀ ଆସନ୍ତା କାଲି ପୂର୍ବାହ୍ନ 11ଟା ସମୟରେ ଭିଡିଓ କନଫରେନ୍ସ ମାଧ୍ୟମରେ ତାମିଲନାଡ଼ୁସ୍ଥିତ ଡ. ଏମ.ଜି.ଆର. ମେଡିକାଲ କଲେଜର 33ତମ ସମାବର୍ତ୍ତନ ସମାରୋହକୁ...