ଭୁବନେଶ୍ୱର – ପୁଣି ଭୁବନେଶ୍ୱର ବିମାନ ବନ୍ଦରରୁ ୧ କେଜି ୩୦୦ ଗ୍ରାମ ଜବତ କରାଯାଇଛି । ଯାହାର ଆନୁମାନିକ ମୂଲ୍ୟ ୫୨...
ସୁନ୍ଦରଗଡ଼ – ସୁନ୍ଦରଗଡ଼ ଜିଲ୍ଲା କୁତ୍ରା ଥାନା ଅନ୍ତର୍ଗତ ପେଟ୍ରୋଲ୍ ପମ୍ପ ସାମ୍ନାରେ ଆଜି ଏକ କାର୍ ଓ ବାଇକ୍ ମଧ୍ୟରେ ମୁହାଁମୁହିଁ...
ବରଗଡ଼ – ଆୟ ବର୍ହିଭୂତ ସମ୍ପତି ଠୁଳ ଅଭିଯୋଗରେ ବରପାଲି ସିଡ଼ିପିଓ ସଂଯୁକ୍ତା ଲେଙ୍କାଙ୍କ ବାସଭବନରେ ଆଜି ଭିଜିଲାନ୍ସ ପକ୍ଷରୁ ଚଢ଼ଉ କରାଯାଇଛି ...
ଅନ୍ତର୍ନିହିତ ପ୍ରତିଭାର ପ୍ରକାଶ ଓ ବିକାଶ ନିମନ୍ତେ ଅନୁକୂଳ ପରିବେଶ ନିର୍ମାଣ ଆମର ଲକ୍ଷ୍ୟ : ମନ୍ତ୍ରୀ ଭୁବନେଶ୍ୱର – ଶୈଶବର ଅନ୍ୟତମ...
ଭୁବନେଶ୍ୱର – ଓଡିଶା ପ୍ରଦେଶ କଂଗ୍ରେସ ସେବାଦଳ ପକ୍ଷରୁ ଏକ ସାଂଗଠନିକ ବୈଠକ କଂଗ୍ରେସ ଭବନ ଠାରେ ଅନୁÂିତ ହୋଇଯାଇଛି ।ପ୍ରଦେଶ କଂଗ୍ରେସ...
ଭୁବନେଶ୍ୱର-ବିଜୟନଗରମ-ଟିଟିଲାଗଡ଼-ରାଇପୁର ରେଳ ଲାଇନର ୫୬ କିମି ଲମ୍ବା ଲାଞ୍ଜିଗଡ଼ ରୋଡ଼-ଜୁନାଗଡ଼ ରୋଡ଼ ରେଳ ସେକ୍ସନରେ ଏବଂ ହାଓଡ଼ା-ଚେନ୍ନାଇ ମୁଖ୍ୟ ରେଳ ଲାଇନର ୯୦କିମି...
କଟକ/ଭୁବନେଶ୍ୱର – ଗତ ନଭେମ୍ବର ୧୨ ତାରିଖରୁ ଆରମ୍ଭ ହୋଇଥିବା କଟକର ଐତିହାସିକ ବାଲିଯାତ୍ରାର ଅବଧିକୁ ଆଉ ଗୋଟିଏ ଦିନ ବୃଦ୍ଧି କରାଯାଇଛି...
ହୋଇ ପାରିଲା ନାହିଁ ପ୍ରଶ୍ନୋତର କାର୍ଯ୍ୟକ୍ରମ ଓ ଶୂନ୍ୟକାଳ ଭୁବନେଶ୍ୱର – ଓଡିଶା ବିଧାନସଭାର ଶୀତକାଳୀନ ଅଧିବେଶନର ଦ୍ୱିତୀୟ ଦିନରେ ଜାଜପୁରର ପିଇଓ ...
ବାଲେଶ୍ୱର – ବାଲେଶ୍ୱର ଜିଲ୍ଲା ଖନ୍ତାପଡ଼ା ଥାନା ଅନ୍ତର୍ଗତ ପଣପଣା ଠାରେ ଥିବା ଫାଲକନ୍ ମେରାଇନ୍ ଏକ୍ସପର୍ଟ ଲିମିଟେଡ଼୍ ନାମକ ଚିଙ୍ଗୁଡ଼ି ଫ୍ୟାକ୍ଟ୍ରିରେ...
ଭୁବନେଶ୍ୱର -ରାଜ୍ୟରେ ନୂତନ ମୋଟର ଯାନ ଆଇନ ଲାଗୁ ହେବାପରେ ଏପର୍ଯ୍ୟନ୍ତ ଦେଢ କୋଟିରୁ ଉଦ୍ଧ୍ୱର୍ ଟଙ୍କାର ଜରିମାନା ଆଦାୟ ହୋଇଛି ।...