୧ ମାସ ପାଇଁ ମହାପ୍ରଭୁଙ୍କ ସେବା ତଥା ଶ୍ରୀମନ୍ଦିର ପ୍ରବେଶ ମନା, ଶ୍ରୀମନ୍ଦିରର ଗରିମା ଓ ମର୍ଯ୍ୟାଦା କ୍ଷୁର୍ଣ୍ଣ ହୋଇଥିବା ଦର୍ଶାଇ କାର୍ଯ୍ଯାନୁଷ୍ଠାନ...
ଦଇତାପତି ସେବକ ଶ୍ରୀ ରାମକୃଷ୍ଣ ଦାସ ମହାପାତ୍ରଙ୍କୁ ନୋଟିସ
କୈଳାଶ ଚନ୍ଦ୍ର ପଣ୍ଡାଙ୍କ ରିପୋର୍ଟ, ପୁରୀ,ନିଜର ଦ୍ବନ୍ଦ୍ବାତ୍ମକ ବୟାନ ଦ୍ବାରା ଶ୍ରୀଜଗନ୍ନାଥ ମହାପ୍ରଭୁଙ୍କ ଅଗଣିତ ଭକ୍ତ ତଥା ଶ୍ରଦ୍ଧାଳୁଙ୍କ ମାନସରେ ବିଭ୍ରାନ୍ତି ସୃଷ୍ଟି...