କେନ୍ଦ୍ର ସରକାରୀ କର୍ମଚାରୀଙ୍କ ମହଙ୍ଗା ଭତ୍ତା ଓ ପେନସନଭୋଗୀଙ୍କ ମହଙ୍ଗା ସହାୟତାରେ ୪% ବୃଦ୍ଧିକୁ କ୍ୟାବିନେଟ ମଞ୍ଜୁରି

ବର୍ଦ୍ଧିତ ଡିଏ ଓ ଡିଆର ଜାନୁଆରୀ ପହିଲା ୨୦୨୩ରୁ ପିଛିଲା ଭାବେ ଲାଗୁ ହେବ ନୂଆଦିଲ୍ଲୀ, ପ୍ରଧାନମନ୍ତ୍ରୀ ଶ୍ରୀ ନରେନ୍ଦ୍ର ମୋଦୀଙ୍କ ଅଧ୍ୟକ୍ଷତାରେ...