15 ଦିନ ମଧ୍ୟରେ ଦେଶର ବିଭିନ୍ନ ସ୍ଥାନରେ ଅଟକି ରହିଥିବା 14 ଲକ୍ଷରୁ ଅଧିକ ଲୋକଙ୍କୁ ସେମାନଙ୍କ ଘରେ ପହଞ୍ଚାଇ ଦିଆଯାଇଛି
15 ଦିନ ମଧ୍ୟରେ ଦେଶର ବିଭିନ୍ନ ସ୍ଥାନରେ ଅଟକି ରହିଥିବା 14 ଲକ୍ଷରୁ ଅଧିକ ଲୋକଙ୍କୁ ସେମାନଙ୍କ ଘରେ ପହଞ୍ଚାଇ ଦିଆଯାଇଛି
ନୂଆଦିଲ୍ଲୀ – ଦେଶର ବିଭିନ୍ନ ସ୍ଥାନରେ ଅଟକି ରହିଥିବା ଦାଦନ ଶ୍ରମିକ, ତୀର୍ଥଯାତ୍ରୀ, ପର୍ଯ୍ୟଟକ, ଛାତ୍ରଛାତ୍ରୀ ଓ ଅନ୍ୟାନ୍ୟ ଜନସାଧାରଣଙ୍କୁ ସେମାନଙ୍କ ଗନ୍ତବ୍ୟସ୍ଥଳରେ ପହଞ୍ଚାଇବା ପାଇଁ କେନ୍ଦ୍ର...