ନେତାଜୀ ସୁଭାଷ ଚନ୍ଦ୍ର ବୋଷଙ୍କ 125 ତମ ଜୟନ୍ତୀ ଉପଲକ୍ଷେ ପ୍ରଧାନମନ୍ତ୍ରୀଙ୍କ ନେତୃତ୍ୱରେ ଏକ ଉଚ୍ଚସ୍ତରୀୟ କମିଟି ଗଠିତ

ନେତାଜୀ ସୁଭାଷ ଚନ୍ଦ୍ର ବୋଷଙ୍କ 125 ତମ ଜୟନ୍ତୀ ଉପଲକ୍ଷେ ପ୍ରଧାନମନ୍ତ୍ରୀଙ୍କ ନେତୃତ୍ୱରେ ଏକ ଉଚ୍ଚସ୍ତରୀୟ କମିଟି ଗଠିତ
ନୂଆଦିଲ୍ଲୀ-ନେତାଜୀ ସୁଭାଷ ଚନ୍ଦ୍ର ବୋଷଙ୍କ 125ତମ ଜୟନ୍ତୀକୁ ସ୍ମରଣୀୟ କରିବା ପାଇଁ ପ୍ରଧାନମନ୍ତ୍ରୀ ଶ୍ରୀ ନରେନ୍ଦ୍ର ମୋଦୀଙ୍କ ନେତୃତ୍ୱରେ ଏକ ଉଚ୍ଚସ୍ତରୀୟ କମିଟି ଗଠନ...