November 23, 2024

PM

ନୂଆଦିଲ୍ଲୀ,ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀ ଆଜି କେରଳର କୋଚି ଠାରେ ବିଭିନ୍ନ ପ୍ରକଳ୍ପ ଉଦଘାଟନ କରିବା ସହିତ ଭିତ୍ତିପ୍ରସ୍ତର ସ୍ଥାପନ କରିଛନ୍ତି। କେରଳ ରାଜ୍ୟପାଳ, ମୁଖ୍ୟମନ୍ତ୍ରୀ, କେନ୍ଦ୍ର...
ରାଷ୍ଟ୍ର ଉଦ୍ଦେଶ୍ୟରେ ଏକାଧିକ ପ୍ରକଳ୍ପର ଉଦ୍‌ଘାଟନ ଓ ଭିତ୍ତି ପ୍ରସ୍ତର ସ୍ଥାପନ କରିବେ ପ୍ରଧାନମନ୍ତ୍ରୀ ନୂଆଦିଲ୍ଲୀ,  ପ୍ରଧାନମନ୍ତ୍ରୀ ଶ୍ରୀ ନରେନ୍ଦ୍ର ମୋଦୀ ଆଜି...
ନୂଆଦିଲ୍ଲୀ, ପ୍ରଧାନମନ୍ତ୍ରୀ ଶ୍ରୀ ନରେନ୍ଦ୍ର ମୋଦୀଙ୍କ ସହିତ କାନାଡା ପ୍ରଧାନମନ୍ତ୍ରୀ ଜଷ୍ଟିନ ଟ୍ରୁଡୋ ଫୋନ ଯୋଗେ କଥା ହୋଇଛନ୍ତି ।ଭାରତରେ ପ୍ରସ୍ତୁତ କୋଭିଡ-19 ଟୀକା...
ନୂଆଦିଲ୍ଲୀ,ପ୍ରଧାନମନ୍ତ୍ରୀ ଶ୍ରୀ ନରେନ୍ଦ୍ର ମୋଦୀ ଆଜି ବିଶ୍ୱ ପୋଷଣୀୟ ବିକାଶ ସମ୍ମିଳନୀ 2021ଭିଡିଓ କନଫରେନ୍ସିଂ ମାଧ୍ୟମରେ ଉଦ୍ଘାଟନ କରିଛନ୍ତି । ଚଳିତ ବର୍ଷ ଏହି...
ନୂଆଦିଲ୍ଲୀ,  ପ୍ରଧାନମନ୍ତ୍ରୀ ଶ୍ରୀ ନରେନ୍ଦ୍ର ମୋଦୀ ଆଜି ଲୋକସଭାରେ ରାଷ୍ଟ୍ରପତିଙ୍କ ଅଭିଭାଷଣ ଉପରେ ଆଗତ ଧନ୍ୟବାଦ ପ୍ରସ୍ତାବ ଉପରେ ଉତ୍ତର ରଖିଛନ୍ତି ।ସେ କହିଛନ୍ତି,...
ନୂଆଦିଲ୍ଲୀ, ପ୍ରଧାନମନ୍ତ୍ରୀ ଶ୍ରୀ ନରେନ୍ଦ୍ର ମୋଦୀ ଭିଡିଓ କନଫରେନ୍ସିଂ ମାଧ୍ୟମରେ ଆଜି  ଅପରାହ୍ନ ୬.୩୦ରେ ବିଶ୍ୱ ଦୀର୍ଘସ୍ଥାୟୀ ବିକାଶ ସମ୍ମିଳନୀ ୨୦୨୧ କୁ...
ନୂଆଦିଲ୍ଲୀ,ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ରାଜ୍ୟସଭାରେ ରାଷ୍ଟ୍ରପତିଙ୍କ ଅଭିଭାଷଣ ଉପରେ ଉତ୍ତର ରଖିଛନ୍ତି । ଆଲୋଚନାରେ ଅଂଶଗ୍ରହଣ କରିବା ସହ ନିଜ ନିଜ ବକ୍ତବ୍ୟ...
ନୂଆଦିଲ୍ଲୀ,ପ୍ରଧାନମନ୍ତ୍ରୀ ଶ୍ରୀ ନରେନ୍ଦ୍ର ମୋଦୀ ଉତ୍ତରାଖଣ୍ଡ ଚମୋଲିରେ ଘଟିଥିବା ହିମସ୍ରୋତ ଜନିତ ଦୁର୍ଘଟଣାରେ ପ୍ରାଣ ହରାଇଥିବା ବ୍ୟକ୍ତିଙ୍କ ନିକଟ ସମ୍ପର୍କୀୟଙ୍କୁ ପ୍ରଧାନମନ୍ତ୍ରୀଙ୍କ ଜାତୀୟ...
ନୂଆଦିଲ୍ଲୀ,ପ୍ରଧାନମନ୍ତ୍ରୀ ଶ୍ରୀ ନରେନ୍ଦ୍ର ମୋଦୀ ଭିଡିଓ କନଫରେନ୍ସିଂ ମାଧ୍ୟମରେ ଫେବୃଆରୀ 10 ତାରିଖ ଅପରାହ୍ନ 6.30ରେ ବିଶ୍ୱ ଦୀର୍ଘସ୍ଥାୟୀ ବିକାଶ ସମ୍ମିଳନୀ 2021 କୁ ଭିଡିଓ କନଫରେନ୍ସିଂ ମାଧ୍ୟମରେ ଉଦଘାଟନ କରିବେ । ସମ୍ମିଳନୀର ବିଷୟବସ୍ତୁ ହେଉଛି ” ଆମ ଭବିଷ୍ୟତର ପୁନଃ ନିର୍ଦ୍ଧାରଣ: ସମସ୍ତଙ୍କ ପାଇଁ ନିରାପଦ ଏବଂ ସୁରକ୍ଷିତ ପରିବେଶ’ । ଏହି ଅବସରରେ ଗୁଆନା ସମବାୟ ଗଣରାଜ୍ୟର ମହାମହିମ ରାଷ୍ଟ୍ରପତି ଡକ୍ଟର ମହମ୍ମଦ ଇରଫାନ ଅଲି; ପାପୁଆ ନ୍ୟୁ ଗିନିଆର ପ୍ରଧାନମନ୍ତ୍ରୀ ମାନ୍ୟବର ଜେମ୍ସ ମାରାପେ; ମାଳଦ୍ୱୀପ ଗଣରାଜ୍ୟ ପିପୁଲସ ମଜଲିସ୍‍ର ବାଚସ୍ପତି ଶ୍ରୀ ମହମ୍ମଦ ନାସିଦ; ମିଳିତ ଜାତିସଂଘର ଡେପୁଟି ସେକ୍ରେଟାରୀ ଜେନେରାଲ ଶ୍ରୀମତୀ ଅମିନା ଜେ ମହମ୍ମଦ ଏବଂ କେନ୍ଦ୍ର ପରିବେଶ, ଜଙ୍ଗଲ ଏବଂ ଜଳବାୟୁ ପରିବର୍ତ୍ତନ ମନ୍ତ୍ରୀ ଶ୍ରୀ ପ୍ରକାଶ ଜାଭଡେକର ଉପସ୍ଥିତ ରହିବେ । ଏବଂ ସମ୍ବଳ ପ୍ରତିଷ୍ଠାନ (TERI) ଫ୍ଲାଗସିପ୍ ଇଭେଣ୍ଟର ୨୦ ତମ ସଂସ୍କରଣ, ବିଶ୍ୱ ଦୀର୍ଘସ୍ଥାୟୀ ବିକାଶ ସମ୍ମିଳନୀ ୨୦୨୧ ଫେବୃଆରୀ ୧୦ ରୁ ୧୨ ତାରିଖ ପର୍ଯ୍ୟନ୍ତ ଅନଲାଇନରେ ଅନୁଷ୍ଠିତ ହେବ । ଏହି ସମ୍ମିଳନୀରେ ବହୁ ସଂଖ୍ୟାରେ ସରକାର, ବ୍ୟବସାୟିକ ନେତୃମଣ୍ଡଳୀ, ବିଶେଷଜ୍ଞ, ଜଳବାୟୁ ବିଜ୍ଞାନୀ, ଯୁବକ ଏବଂ ସାମାଜିକ ସଂଗଠନଗୁଡିକ ଜଳବାୟୁ ପରିବର୍ତ୍ତନ ବିରୋଧ ସଂଗ୍ରାମରେ ଏକତ୍ରିତ ହେବେ ।  ଭାରତର ପରିବେଶ ମନ୍ତ୍ରଣାଳୟ, ଜଙ୍ଗଲ ଏବଂ ଜଳବାୟୁ ପରିବର୍ତ୍ତନ ମନ୍ତ୍ରଣାଳୟ, ନୂତନ ଏବଂ ଅଣପାରମ୍ପରିକ ଶକ୍ତି ମନ୍ତ୍ରଣାଳୟ ଏବଂ ଭୂ ବିଜ୍ଞାନ ମନ୍ତ୍ରଣାଳୟ ଏହି ସମ୍ମିଳନୀର ପ୍ରମୁଖ ଅଂଶୀଦାର ଅଟନ୍ତି । ଶିଖର ସମ୍ମିଳନୀରେ ଆଲୋଚନା ହେବାକୁ ଥିବା ପ୍ରସଙ୍ଗ ମଧ୍ୟରେ ଶକ୍ତି ଏବଂ ଶିଳ୍ପ ପରିବର୍ତ୍ତନ, ଉପଯୋଗୀକରଣ ଏବଂ ନମନୀୟତା, ପ୍ରକୃତି ଭିତ୍ତିକ ସମାଧାନ, ଜଳବାୟୁ ଅର୍ଥନୀତି, ବୃତ୍ତିଗତ ଅର୍ଥନୀତି, ସ୍ୱଚ୍ଛ ମହାସାଗର ଏବଂ ବାୟୁ ପ୍ରଦୂଷଣ ଆଦି ରହିଛି ।
error

Enjoy this blog? Please spread the word :)

Follow by Email
Instagram
Telegram