November 23, 2024

PM

ନୂଆଦିଲ୍ଲୀ,ସଂସଦର ମୂଲ୍ୟବାନ ସମୟର ସୁବିନିଯୋଗ କରିବା ନିମନ୍ତେ ପ୍ରୟାସ କରାଯିବା ଆବଶ୍ୟକ ବୋଲି ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି କହିଛନ୍ତି । ସଂସଦର ବଜେଟ...
ନୂଆଦିଲ୍ଲୀ, କେନ୍ଦ୍ର ଓ ରାଜ୍ୟ ସରକାରଙ୍କ ସମ୍ପୃକ୍ତି ସହିତ ସକ୍ରିୟ ପ୍ରଶାସନ ଏବଂ ସମୟୋପଯୋଗୀ କାର୍ଯ୍ୟକାରିତା ଲାଗି ଆଇସିଟି ଆଧାରିତ ବହୁମୁଖୀ ପ୍ଲାଟଫର୍ମ ପ୍ରଗତିର 35ତମ ବୈଠକ ପ୍ରଧାନମନ୍ତ୍ରୀ ଶ୍ରୀ ନରେନ୍ଦ୍ର ମୋଦୀଙ୍କ ଅଧ୍ୟକ୍ଷତାରେ ଆଜି ଅନୁଷ୍ଠିତ ହୋଇଯାଇଛି। ଏହି ବୈଠକରେ ନଅଟି ପ୍ରକଳ୍ପ ଏବଂ ଗୋଟିଏ ଯୋଜନା ସମେତ ଦଶଟି ପ୍ରସଙ୍ଗରେ ସମୀକ୍ଷା କରାଯାଇଥିଲା। ଏହି ନଅଟି ପ୍ରକଳ୍ପ ମଧ୍ୟରେ ରେଳ ମନ୍ତ୍ରଣାଳୟର ତିନୋଟି ପ୍ରକଳ୍ପ, ସଡ଼କ ପରିବହନ ଓ ରାଜପଥ ମନ୍ତ୍ରଣାଳୟର ତିନୋଟି ଏବଂ ଡିପିଆଇଆଇଟି, ଶକ୍ତି ମନ୍ତ୍ରଣାଳୟ ଏବଂ ବୈଦେଶିକ ବ୍ୟାପାର ମନ୍ତ୍ରଣାଳୟ ଗୋଟିଏ ଲେଖାଏଁ ପ୍ରକଳ୍ପ ସାମିଲ ରହିଛି। ମୋଟ 54,675 କୋଟି ଟଙ୍କାର ଏହି ନଅଟି ପ୍ରକଳ୍ପ ଓଡ଼ିଶା, କର୍ଣ୍ଣାଟକ, ଆନ୍ଧ୍ରପ୍ରଦେଶ, ମହାରାଷ୍ଟ୍ର, ଛତିଶଗଡ଼, ପଞ୍ଜାବ, ଝାଡ଼ଖଣ୍ଡ, ବିହାର, ତେଲଙ୍ଗାନା, ରାଜସ୍ଥାନ, ଗୁଜରାଟ, ପଶ୍ଚିମବଙ୍ଗ, ହରିୟାଣା, ଉତ୍ତରାଖଣ୍ଡ ଓ ଉତ୍ତର ପ୍ରଦେଶ ଆଦି 15ଟି ରାଜ୍ୟରେ କାର୍ଯ୍ୟକାରୀ ହେଉଛି। ପ୍ରଧାନମନ୍ତ୍ରୀ ଏହି ସମୀକ୍ଷା ଅବସରରେ ପ୍ରଧାନମନ୍ତ୍ରୀ ଭାରତୀୟ ଜନୌଷଧି ପରିଯୋଜନାର ମଧ୍ୟ ସମୀକ୍ଷା କରିଥିଲେ। ଭିତ୍ତିଭୂମି ପ୍ରକଳ୍ପରେ ବାଧକ ସାଜୁଥିବା ପ୍ରସଙ୍ଗଗୁଡ଼ିକର ତ୍ବରିତ ସମାଧାନ ଲାଗି ପ୍ରଧାନମନ୍ତ୍ରୀ ସମସ୍ତ ଅଧିକାରୀମାନଙ୍କୁ ନିର୍ଦ୍ଦେଶ ଦେଇଥିଲେ। ସେ ମଧ୍ୟ ପ୍ରଧାନମନ୍ତ୍ରୀ ଭାରତୀୟ ଭାରତୀୟ ଜନୌଷଧି ପରିଯୋଜନାର ବ୍ୟାପକ ପ୍ରଚାର ଏବଂ ଏହାର ପ୍ରଭାବକୁ ବୃଦ୍ଧି କରିବା ଲାଗି ପ୍ରଯୁକ୍ତିର ଉପଯୋଗ ସୁନିଶ୍ଚିତ କରିବା ସକାଶେ ଫାର୍ମାସ୍ୟୁଟିକାଲ୍ସ ବିଭାଗ ଓ ରାଜ୍ୟ ତଥା କେନ୍ଦ୍ର ଶାସିତ ପ୍ରଦେଶଗୁଡ଼ିକୁ ପରାମର୍ଶ ଦେଇଥିଲେ। ପ୍ରଗତୀର 34ତମ ବୈଠକ ସୁଦ୍ଧା ମୋଟ 13.14 ଲକ୍ଷ କୋଟି ଟଙ୍କାର 283ଟି ପ୍ରକଳ୍ପର ସମୀକ୍ଷା କରାଯାଇସାରିଛି।
ନୂଆଦିଲ୍ଲୀ,ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀଙ୍କ ଅଧ୍ୟକ୍ଷତାରେ ଆର୍ଥିକ ବ୍ୟାପାର ସଂକ୍ରାନ୍ତ କ୍ୟାବିନେଟ ସମିତି 2021 ଋତୁ ପାଇଁ କୋପ୍ରାର ସର୍ବନିମ୍ନ ସହାୟକ ମୂଲ୍ୟ (ଏମଏସପି) ବୃଦ୍ଧି ପ୍ରସ୍ତାବକୁ...
ନୂଆଦିଲ୍ଲୀ, ପ୍ରଧାନମନ୍ତ୍ରୀ ଶ୍ରୀ ନରେନ୍ଦ୍ର ମୋଦୀ ଆଜି ନୂଆଦିଲ୍ଲୀର କାରିଆପ୍ପା ପଡିଆଠାରେ ନ୍ୟାସନାଲ କ୍ୟାଡେଟ କର୍ପ୍ସ (ଏନସିସି) ରାଲିକୁ ସମ୍ବୋଧନ କରିବେ । ଏହି ଅବସରରେ କେନ୍ଦ୍ର...
ନୂଆଦିଲ୍ଲୀ,ପ୍ରଧାନମନ୍ତ୍ରୀ ଶ୍ରୀ ନରେନ୍ଦ୍ର ମୋଦୀ ଭିଡିଓ କନଫରେନ୍ସିଂ ମାଧ୍ୟମରେ ଆଜି ବିଶ୍ୱ ଅର୍ଥନୈତିକ ମଞ୍ଚର ଡାଭୋସ୍ ଡାଏଲଗକୁ ସମ୍ବୋଧନ କରିବେ । 400ରୁ ଅଧିକ ବିଶ୍ଵ ସ୍ତରୀୟ...
ନୂଆଦିଲ୍ଲୀ, ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀ ରାଷ୍ଟ୍ରୀୟ ବାଳ ପୁରସ୍କାର ପାଇଥିବା ଶିଶୁମାନଙ୍କ ସହ ଆଜି ଭିଡିଓ କନ୍‌ଫରେନ୍ସିଂ ମାଧ୍ୟମରେ ଆଳାପ ଆଳୋଚନା କରିଛନ୍ତି...
ନୂଆଦିଲ୍ଲୀ, ପ୍ରଧାନମନ୍ତ୍ରୀ ଶ୍ରୀ ନରେନ୍ଦ୍ର ମୋଦୀ ଆଜି ମଧ୍ୟାହ୍ନ 12 ଟା ସମୟରେ ଭିଡିଓ କନଫରେନ୍ସିଂ ମାଧ୍ୟମରେ ପ୍ରଧାନମନ୍ତ୍ରୀ ରାଷ୍ଟ୍ରୀୟ ବାଲ ପୁରସ୍କାର(ପିଏମଆରବିପି) ବିଜେତାଙ୍କ ସହ ମତ...
ନୂଆଦିଲ୍ଲୀ,  ପ୍ରଧାନମନ୍ତ୍ରୀ ଶ୍ରୀ ନରେନ୍ଦ୍ର ମୋଦୀ ରାଷ୍ଟ୍ରୀୟ କନ୍ୟା ଦିବସ ଅବସରରେ ଦେଶର ସମସ୍ତ କନ୍ୟା ସନ୍ତାନଙ୍କୁ ଅଭିବାଦନ ଜଣାଇଛନ୍ତି ।ଏକ ଟ୍ଵିଟ ମାଧ୍ୟମରେ ଶ୍ରୀ...
ଭିତ୍ତିଭୂମି ବିକାଶ ଯୋଗୁଁ ଆତ୍ମନିର୍ଭର ଭାରତର ପ୍ରମୁଖ କେନ୍ଦ୍ର ଭାବେ ଉଭା ହେବ ଆସାମ – ପ୍ରଧାନମନ୍ତ୍ରୀ ନୂଆଦିଲ୍ଲୀ,  ପ୍ରଧାନମନ୍ତ୍ରୀ ଶ୍ରୀ ନରେନ୍ଦ୍ର...
error

Enjoy this blog? Please spread the word :)

Follow by Email
Instagram
Telegram