May 19, 2024

PM

ନୂଆଦିଲ୍ଲୀ, ପ୍ରଧାନମନ୍ତ୍ରୀ ଶ୍ରୀ ନରେନ୍ଦ୍ର ମୋଦୀ ରାଜସ୍ଥାନବାସୀଙ୍କୁ ରାଜ୍ୟ ସ୍ଥାପନା ଦିବସ ଅବସରରେ ଶୁଭେଚ୍ଛା ଜଣାଇଛନ୍ତି ।ଏକ ଟ୍ୱିଟ୍ ମାଧ୍ୟମରେ ପ୍ରଧାନମନ୍ତ୍ରୀ କହିଛନ୍ତି,...
ନୂଆଦିଲ୍ଲୀ, ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ହୋଲି ଅବସରରେ ଦେଶବାସୀଙ୍କୁ ଶୁଭକାମନା ଜଣାଇଛନ୍ତି । ସେ ଟ୍ୱିଟ କରି କହିଛନ୍ତି ଯେ – ଆପଣ ସମସ୍ତଙ୍କୁ...
ନୂଆଦିଲ୍ଲୀ, ଜାତିସଂଘ ଇନଷ୍ଟିଚ୍ୟୁଟ୍ ଫର ଟ୍ରେନିଂ ଆଣ୍ଡ ରିସର୍ଚ୍ଚ (ୟୁନିଟର)କୁ ପ୍ରଧାନମନ୍ତ୍ରୀ ଶ୍ରୀ ନରେନ୍ଦ୍ର ମୋଦୀ କୃତଜ୍ଞତା ଜଣାଇଛନ୍ତି । ଅଣ-ସଂକ୍ରାମକ ରୋଗରୁ...
ନୂଆଦିଲ୍ଲୀ,ରତ୍ନଗିରୀ ଜିଲ୍ଲାର ଏକ  କାରଖାନାରେ ବିସ୍ଫୋରଣ ଘଟିବା ଯୋଗୁଁ ଏଥିରେ ପ୍ରାଣ ହରାଇଥିବା ଲୋକଙ୍କ ପ୍ରତି ପ୍ରଧାନମନ୍ତ୍ରୀ ଶ୍ରୀ ନରେନ୍ଦ୍ର ମୋଦୀ ଶୋକ ବ୍ୟକ୍ତ...
ନୂଆଦିଲ୍ଲୀ, ଭାରତ ଗସ୍ତରେ ଥିବା ଆମେରିକାର ପ୍ରତିରକ୍ଷା ସଚିବ ଲୟେଡ ଜେମ୍ସ ଅଷ୍ଟିନ ତୃତୀୟ ପ୍ରଧାନମନ୍ତ୍ରୀ ଶ୍ରୀ ନରେନ୍ଦ୍ର ମୋଦୀଙ୍କୁ ସାକ୍ଷାତ କରିଛନ୍ତି ।ସଚିବ ଅଷ୍ଟିନ ରାଷ୍ଟ୍ରପତି ବାଇଡେନଙ୍କ ଶୁଭେଚ୍ଛା...
ନୂଆଦିଲ୍ଲୀ,  ଦେଶରେ କରୋନା କିମ୍ବା ଅନ୍ୟ କୌଣସି ସଂକ୍ରାମକ ରୋଗରେ ସଂକ୍ରମିତ ହୋଇଥିବା ଲୋକମାନଙ୍କୁ ଠାବ/ଚିହ୍ନଟ କରିବା ଲାଗି ସରକାର ଅନେକଗୁଡ଼ିଏ ପଦକ୍ଷେପ ଗ୍ରହଣ...
ନୂଆଦିଲ୍ଲୀ, କଥକଲି ସଙ୍ଗୀତାଚାର୍ଯ୍ୟ ଗୁରୁ ଚେମାଞ୍ଚେରୀ କୁହ୍ନିରମଣ ନାୟରଙ୍କ ବିୟୋଗରେ ପ୍ରଧାନମନ୍ତ୍ରୀ ଶ୍ରୀ ନରେନ୍ଦ୍ର ମୋଦୀ ଗଭୀର ଶୋକ ପ୍ରକଟ କରିଛନ୍ତି ।ଏକ ଟ୍ଵିଟ ମାଧ୍ୟମରେ...
ନୂଆଦିଲ୍ଲୀ, ପ୍ରଧାନମନ୍ତ୍ରୀ ଶ୍ରୀ ନରେନ୍ଦ୍ର ମୋଦୀ ‘ଆଜାଦୀକା ଅମୃତ ମହୋତ୍ସବ’ (ଇଣ୍ଡିଆ ଅ ୭୫) କାର୍ଯ୍ୟକ୍ରମର ପ୍ରାକ୍‌‍ କାର୍ଯ୍ୟସୂଚୀ ବା ପୂର୍ବ-ଭୂମିକାକୁ ଗୁଜରାଟର...
error

Enjoy this blog? Please spread the word :)

Follow by Email
Instagram
Telegram