କଳିଙ୍ଗ ଷ୍ଟାଡିୟମରେ ଚାଲିଥିବା ୭୩ତମ ସର୍ବଭାରତୀୟ ପୋଲିସ ହକି ଚାମ୍ପିଅନସିପର ତୃତୀୟ ଦିନରେ ୭ଟି ମ୍ୟାଚ ଖେଳାଯାଇଛି। 1 min read ଓଡିଶା କଳିଙ୍ଗ ଷ୍ଟାଡିୟମରେ ଚାଲିଥିବା ୭୩ତମ ସର୍ବଭାରତୀୟ ପୋଲିସ ହକି ଚାମ୍ପିଅନସିପର ତୃତୀୟ ଦିନରେ ୭ଟି ମ୍ୟାଚ ଖେଳାଯାଇଛି। desk April 10, 2025 ଭୁବନେଶ୍ୱର,ବୁଧବାର ପ୍ରଥମ ମ୍ଯାଚ ଚଣ୍ଡିଗଡ଼ ଓ ଉତ୍ତରାଖଣ୍ଡ ପୋଲିସ ମଧ୍ୟରେ ଖେଳାଯାଇଥିଲା। ଏହି ମ୍ଯାଚରେ ଉତ୍ତରାଖଣ୍ଡ ଚଣ୍ଡିଗଡ଼ ପୋଲିସ ଦଳକୁ ୯-୦ ଗୋଲ...Read More