ନୂଆଦିଲ୍ଲୀ, 2019, 2020, 2021 ବର୍ଷ ପାଇଁ ଉସ୍ତାଦ ବିସ୍ମିଲ୍ଲା ଖାନ ଯୁବ ପୁରସ୍କାର ଆଜି ନୂଆଦିଲ୍ଲୀର ମେଘଦୂତ ଥିଏଟର କଂପ୍ଲେକ୍ସ ସ୍ଥିତ ରବୀନ୍ଦ୍ର ଅଡିଟରିୟମରେ ପ୍ରଦାନ କରାଯିବ । କେନ୍ଦ୍ରୀୟ ସଂସ୍କୃତି ମନ୍ତ୍ରୀ ଜି କିଶନ ରେଡ୍ଡୀ ଏହି ପୁରସ୍କାର ପ୍ରଦାନ କରିବେ ।

Editor
ଆମ ସମ୍ପର୍କରେ ଇଣ୍ଡୋ କଳିଙ୍ଗ ଟାଇମ୍ସ ଓଡିଆ ଭାଷାରେ ସବୁଠାରୁ ଶୀଘ୍ର ଅପ଼଼ଡ଼େଟ ହେଉଥିବା ୱେବସାଇଟ ଓ ୟୁ ଟ୍ୟୁବ ଚ୍ୟାନେଲ । ରାଷ୍ଟ୍ରୀୟ, ଅନ୍ତରାଷ୍ଟ୍ରୀୟ ଓ ବିଶ୍ୱର ସମସାମୟିକ ଖବର ସହିତ ଆମେ ରାଜ୍ୟର ସମସ୍ତ 314ଟି ବ୍ଲକ କଭର କରୁ । ଆପଣ ଆପଣଙ୍କର ଅଂଚଳର ସମସ୍ୟା, ପ୍ରସଙ୍ଗ ଆଦି ଫଟୋ ଓ ଭିଡିଓ କ୍ଲିପ ସହ ପଠାଇ ପାରିବେ । ଆମେ ଆପଣଙ୍କ ସ୍ୱରକୁ ଉଠାଇବୁ । HEMANT KUMAR TIWARI MANAGING EDITOR CUM CEO